Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • କଟକ : ଟ୍ରେନିଂ ପାଇଁ ଦିଲ୍ଲୀରୁ ଆସି କଟକ ଷ୍ଟେସନରେ ଯବାନ ନିଖୋଜ, ସ୍ବିଚ୍ ଅଫ୍ ଆସୁଛି ମୋବାଇଲ୍
  • ||
  • ଝାରସୁଗୁଡା : ଝାରସୁଗୁଡା କୋଲାବିରା ଅଞ୍ଚଳରେ ହାତୀ ଉପଦ୍ରବ, ଭାଙ୍ଗିଲେ ଘର ପାଚେରୀ
  • ||

ପାରାଦୀପ ବନ୍ଦରରେ ଲାଗିଛି ଦୁଇଟି ଯୁଦ୍ଧ ଜାହାଜ: ଲୋକଙ୍କ ଦେଖିବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା

24/11/2019 at 7:52 AM

ପାରାଦୀପ ୨୪।୧୧: ପାରାଦୀପ ବନ୍ଦରରେ  ଲାଗିଛି ଦୁଇ ଟି ଯୁଦ୍ଧ ଜାହାଜ । INS ରାଣା ଓ INS ଘଡିଆଲ ନାମକ ଦୁଇଟି ଜାହାଜକୁ ସାଧାରଣଲୋକେ ଦେଖିବାର ସୂଯୋଗ ପାଇବେ ।

ସୂଚନାଯୋଗ୍ୟ ଯ, ନୌସପ୍ତାହ ଦିବସ ପାଳନ ଅବସରରେ ଦୁଇ ଦିନ ଦୁଇଟି ଯାହାଜକୁ  ଦେଖିବାର ସୂଯୋଗ ମିଳିବ ।  ସାଧାରଣଲୋକଙ୍କୁ ଦେଖିବା  ପାଇଁ ପାରାଦୀପ ଜୟଦେବ ସଦନ ନିକଟରୁ ବସ୍ ଯୋଗେ ବନ୍ଦର ଭିତରକୁ ଯିବା ପାଇଁ ବ୍ୟବସ୍ଥା କରାଯାଇଛି ।  ଶାନ୍ତି ଶୄଙ୍ଖଳା ସହ କିପରି ଦୁଇ ଟି ଯୁଦ୍ଧ ଜାହାଜ ଦେଖି ପାରିବେ ସେ ନେଇ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ତେବେ ଜାହାଜ ମଧ୍ୟରେ ଥିବା ସମସ୍ତ ଯୁଦ୍ଧ ଉପକରଣ କୁ ଦେଖିବା ସହ ତା  ବିଷୟରେ ସବିଶେଷ ଜାଣିବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି । ବନ୍ଦରରେ ସୂରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି।

   Related Posts