Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ପୁଣି ୨ ୱେବ୍ ଚ୍ୟାନେଲ୍ ସାମ୍ବାଦିକ ଗିରଫ, ବିଭିନ୍ନ ଆଳରେ ମାଗୁଥିଲେ ଟଙ୍କା

5/10/2021 at 11:52 AM

ଭୁବନେଶ୍ବର ୫।୧୦: ପୁଣି ବନ୍ଧାହେଲେ ୱେବ୍ ଚ୍ୟାନେଲ ସାମ୍ବାଦିକ । ୱେବ୍ ଚ୍ୟାନେଲର ଦୁଇ ଜଣ ସାମ୍ବାଦିକଙ୍କୁ ଗିରଫ କରିଛି ମଞ୍ଚେଶ୍ବର ଥାନା ପୋଲିସ । ୱେବ୍ ଚ୍ୟାନେଲ ‘ପରିବର୍ତ୍ତନ’ର ନିର୍ଦ୍ଦେଶକଙ୍କ ସହ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ବିଭିନ୍ନ ଆଳରେ ଲୋକଙ୍କୁ ଟଙ୍କା ପାଇଁ ଧମକ ଚକମ ଦେଉଥିଲେ । ଟଙ୍କା ନଦେଲେ ଖବର କରିବାକୁ ଧମକ ଦେଉଥିଲେ ଉଭୟ । ଅଭିଯୋଗ ଆଧାରରେ ଉଭୟଙ୍କୁ ଗିରଫ କରିଛି ମଞ୍ଚେଶ୍ବର ଥାନା ପୋଲିସ ।  ଏ ନେଇ ଡିସିପି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

   Related Posts