Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିମାନରେ ଆସିଲେ ବି ୧୪ ଦିନିଆ କ୍ବାରେଣ୍ଟାଇନ୍‌ ଜରୁରୀ
  • ||
  • ଆରଟିପିସିଆର ନେଗେଟିଭ୍‌ ରିପୋର୍ଟ ଦେଖାଇଲେ ରାଜ୍ୟକୁ ମିଳିବ ଏଣ୍ଟ୍ରି
  • ||
  • ପଶ୍ଚିମବଙ୍ଗ ସୀମାକୁ ଲାଗିଥିବା ସମସ୍ତ ସୀମା ସିଲ୍‌ ହେବ
  • ||
  • ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା
  • ||
  • ପଶ୍ଚିମବଙ୍ଗରୁ ଆସିଲେ ୧୪ ଦିନିଆ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ
  • ||
  • ଭୁବନେଶ୍ବରରେ ରିଙ୍ଗ୍‌ ରୋଡ୍ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ରାଜ୍ୟ ସରକାର ବହନ କରିବେ ୬୦୦ କୋଟି ଟଙ୍କା
  • ||
  • ଭୁବନେଶ୍ବର : BMCରେ ବଢିଲା ରାପିଡ୍ ରେସପନ୍ସ ଟିମ୍ ସଂଖ୍ୟା, ୬୭ଟି ୱାର୍ଡ ପାଇଁ ୩୯ଟିମ୍
  • ||
  • ଭୁବନେଶ୍ବର : ପ୍ରଧାନମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଦେଶରେ ଅକ୍ସିଜେନ୍ ଆବଶ୍ୟକତାକୁ ପୂରଣ ପାଇଁ ସହଯୋଗ କରିବ ଓଡିଶା
  • ||
  • କେନ୍ଦୁଝର : ଶୌଚ ସାରି ଫେରିବା ବେଳେ ବଜ୍ରପାତ, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ରାଉରକେଲା : ବ୍ରାହ୍ମଣୀ ବ୍ରିଜ୍‌ରୁ ନଦୀକୁ ଡେଇଁଲେ ମହିଳା, ଗୁରୁତର ଅବସ୍ଥାରେ ଉଦ୍ଧାର
  • ||

ରାସ୍ତା କଡରେ ଛିଡା ହୋଇଥିବା ବେଳେ ୨ ବର୍ଷର ଶିଶୁ ଉପରେ ଚଢିଗଲା ଟ୍ରକ୍

20/10/2019 at 5:21 PM

ବରଗଡ ୨୦।୧୦: ଟ୍ରକ୍ ଧକ୍କାରେ ୨ ବର୍ଷର ଶିଶୁର ମୃତ୍ୟୁ ହୋଇଛି । ବରଗଡ ଗୋରୁ ମାର୍କେଟଠାରେ ରାସ୍ତା କଡରେ ଛିଡା ହୋଇଥିବା ବେଳେ ଶିଶୁ ଉପରେ ମାଡିଗଲା ଟ୍ରକ୍ । ବରଗଡ ସ୍ଥିତ ମାମୁଁ ଘରକୁ ବୁଲିବାକୁ ଆସିଥିବା ବେଳେ ଦୁର୍ଘଟଣା ଘଟିଛି । ମୃତ ଶିଶୁ ହେଲେ ଦେବେଶ ଦୀପ । ଦେବେଶଙ୍କ ନିଜ ଘର ଗାଈସଲଟରେ ଅଞ୍ଚଳରେ ।

ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଭଙ୍ଗାରୁଜା କରିବା ସହ ଉତ୍ତ୍ୟକ୍ତ ଲୋକ ରାସ୍ତାରୋକ କରିଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି । ପୋଲିସ ଫୋର୍ସ ମୁତୟନ ଅଛନ୍ତି ।

   Related Posts