Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ପୋଲିସକୁ ବଡ ଧରଣର ସଫଳତା, ଅବୈଧ ଅସ୍ତ୍ରଶସ୍ତ୍ର ସହ ୨ଜଣ ଗିରଫ
  • ||
  • ଗଣତନ୍ତ୍ର ଦିବସରେ ୩୮୪ଜଣଙ୍କୁ ମିଳିବ ବୀରତା ପୁରସ୍କାର, ଘୋଷଣା କଲେ ରାଷ୍ଟ୍ରପତି
  • ||
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||

ପାଣିରେ ବୁଡ଼ି ୨ ଯୁବକଙ୍କ ମୃତ୍ୟୁ

31/05/2020 at 7:59 PM

ବୌଦ୍ଧ୩୧/୫: ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅରଖପଦର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଆଶିଷ ପ୍ରଧାନ ଓ ତୋଫାନ ପ୍ରଧାନ ଗାଧୋଇବା ପାଇଁ ନିକଟରେ ଥିବା ମହାନଦୀକୁ ଯାଇଥିଲେ। ଗାଧୋଇବା ସମୟରେ ଆଶିଷ ଓ ତୋଫାନ ମହାନଦୀର ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ଖବର ପାଇ ପରିବାର ଲୋକେ ପହଞ୍ଚିବା ପରେ ହରଭଙ୍ଗା ପୋଲିସ୍ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ବୋୖଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ଜଣାପଡିଛି। ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ଦୁଃଖରେ ମୃତ ୨ ଜଣଙ୍କ ପରିବାର ଲୋକେ ଭାଙ୍ଗି ପଡିଛନ୍ତି। ତେବେ ଘଟଣା ସମ୍ପର୍କରେ ଅଧିକ ତଦନ୍ତ ଚଳାଇଛି ପୋଲିସ ।

   Related Posts