Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ନଦୀ ପାର ହେଉଥିବା ବେଳେ ଭାସିଗଲେ ଦୁଇ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

7/08/2019 at 2:35 PM

ରାୟଗଡା ୭|୮: ରାୟଗଡା ଜିଲ୍ଲା କାଶୀପୁର ବ୍ଲକ୍ ଟୁଜେର ନଦୀରେ ଭାସି ଦୁଇ ଜଣ ନିଖୋଜ ହୋଇଯାଇଛନ୍ତି । ନଦୀପାର ହୋଇ ଯାଉଥିବା ବେଳେ ଭାସିଯାଇଛନ୍ତି ଦୁଇ ଯୁବକ । ନିଖୋଜ ଯୁବକ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଅଞ୍ଚଳର ବୋଲି ଜଣାପଡିଛି । ଘୁଷୁରି ଆଣିବାକୁ ନଦୀ ପାର ହୋଇ ଗାଁକୁ ଯାଉଥିବା ବେଳେ ଭାସିଯାଇଛନ୍ତି ଦୁଇ ଯୁବକ । ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ରାୟଗଡାରେ ବନ୍ୟା ପରିସ୍ଥିତି ଦେଖାଦେଇଛି । ବିଭିନ୍ନ ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ନଦୀ ଜଳ ବିଭିନ୍ନ ତଳୁଆ ଅଞ୍ଚଳରେ ପଶିବା ଯୋଗୁଁ ବିଭିନ୍ନ ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

   Related Posts