Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

ଜଳପ୍ରପାତରେ ଗାଧୋଇବା ବେଳେ ଅଘଟଣ, ବୁଡି ଯାଇ ଦୁଇ ଯୁବକ ନିଖୋଜ

20/09/2020 at 7:17 PM

ରାଉରକେଲା ୨୦।୯: ଜଳପ୍ରପାତରେ ଗାଧୋଇବା ବେଳେ ଅଘଟଣ । ବୁଡିଯାଇ ଦୁଇ ଯୁବକ ନିଖୋଜ । ଗୁରୁଣ୍ଡିଆ ବାଦଲଗିରି ଜଳପ୍ରପାତରେ ଗାଧୋଇବା ବେଳେ ନିଖୋଜ ହୋଇଯାଇଛନ୍ତି ।

ରାଉରକେଲାରୁ ୪ଟି ସ୍କୁଟିରେ ୮ଜଣ ଯୁବକ ଗାଧୋଇବା ସସମୟରେ ପାଣିରେ ବୁଡିଯାଇଥିଲେ । ନିଖୋଜ ଯୁବକ ରାଉରକେଲା କୋଏଲ ନଗରର ସାଇସ୍ବରୂପ ମହାନ୍ତି ଓ ଅନିମେଶ । ନିଖୋଜ ଦୁଇ ଯୁବକଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ ବିଭାଗ ସହ ସ୍ଥାନୀୟ ଲୋକେ ଉଦ୍ୟମ ଜାରି ରଖିଛନ୍ତି ।

   Related Posts