Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ହୋଲି ଖେଳ ହେଲା କାଳ : କାଠଯୋଡିରେ ବୁଡି ଦୁଇ ଯୁବକ ମୃତ

10/03/2020 at 12:32 PM

କଟକ ୧୦।୩: ହୋଲି ଖେଳ ହେଲା କାଳ । କାଠଯୋଡି ନଦୀରେ ଗାଧୋଇବା ବେଳେ ବୁଡି ଯାଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ଯୁବକମାନେ ହୋଲି ଖେଳିସାରି କଟକ ୪୨ ମୌଜା ଘାଟ ନିକଟରେ ଗାଧୋଇବା ପାଇଁ ଆସିଥିବା ବେଳେ ଏହି ଅଘଟଣ ଘଟିଛି । ଗାଧୋଇବା ବେଳେ ଅସାବଧାନତା ଯୋଗୁଁ ଦୁଇ ଜଣ ଯୁବକ ନଦୀରେ ବୁଡି ଯାଇଥିଲେ । ତେବେ ଯୁବକ ଦୁଇ ଜଣଙ୍କୁ ଉଦ୍ଧାର କରି ମେଡିକାଲକୁ ନିଆଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଦୁଇ ଯୁବକଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

   Related Posts