Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରୁ ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ, ସବୁ କୋଭିଡ୍ ହସ୍ପିଟାଲ୍ରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ
  • ||
  • ଜଟିଳ ହେବାରେ ଲାଗିଛି ଭୁବନେଶ୍ଵରରେ କରୋନା ସ୍ଥିତି, ଆଜି ୧୩୫୩ ପଜିଟିଭ୍ ଚିହ୍ନଟ
  • ||
  • ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ, ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନର ବଡ ନିଷ୍ପତ୍ତି
  • ||
  • ଆଜି ସୁସ୍ଥରେ ରେକର୍ଡ, ସୁସ୍ଥ ହୋଇ ଘରକୁ ଫେଲେ ୧୨୦୭୭ ଆକ୍ରାନ୍ତ
  • ||
  • ୧୭ ମେ ସୋମବାର ଖୋଲିବ କେଦାରନାଥ ଧାମ କବାଟ ।। ତୀର୍ଥ ପୁରୋହିତ ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ ବିଧିବିଧାନ ସହ କବାଟ ଖୋଲିବ ।। ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଜନତାଙ୍କ କଲ୍ୟାଣ ନିମନ୍ତେ ହେବ ପ୍ରଥମ ପୂଜା ।।
  • ||
  • ଆଗାମୀ ୩ ଦିନରେ ରାଜ୍ୟକୁ ମିଳିବ ଭ୍ୟାକସିନ୍‌ର ୫୧ ଲକ୍ଷ ଡୋଜ୍‌
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ବିଶ୍ବବିଦ୍ୟାଳୟ ଓ କଲେଜ ଖୋଲିବା ଲାଗି ଗାଇଡ୍ ଲାଇନ୍ ଜାରି କଲା ୟୁଜିସି

6/11/2020 at 9:40 AM

ଭୁବନେଶ୍ବର ୬।୧୧: ବିଶ୍ବବିଦ୍ୟାଳୟ ଓ କଲେଜ ଖୋଲିବା ଲାଗି ଗାଇଡ୍ ଲାଇନ୍ ଜାରି କଲା ୟୁଜିସି । କୌଣସି କ୍ୟାମ୍ପସ୍ ଖୋଲିବା ପୂର୍ବରୁ କେନ୍ଦ୍ର କିମ୍ବା ରାଜ୍ୟ ସରକାର ସମ୍ପୃକ୍ତ ଅଞ୍ଚଳକୁ ନିରାପଦ ଘୋଷଣା କରିବା ଆବଶ୍ୟକ ବୋଲି ଏଥିରେ ପରାମର୍ଶ ଦିଆଯାଇଛି । ସୁରକ୍ଷା ଏବଂ ସ୍ବାସ୍ଥ୍ୟ ପ୍ରତିଷେଧକ ବ୍ୟବସ୍ଥାକୁ କଡାକଡି ପାଳନ କରାଯାଇ ସମ୍ଭବ ହେଲେ ହଷ୍ଟେଲ ଖୋଲାଯାଇପାରେ ବୋଲି ୟୁଜିସି କହିଛି ।

ତେବେ ଯେଉଁ ଛାତ୍ର ବା ଶିକ୍ଷକଙ୍କର କରୋନା ଲକ୍ଷଣ ଥିବ ସେମାନଙ୍କୁ କଲେଜ ବା ବିଶ୍ବବିଦ୍ୟାଳୟରେ ପ୍ରବେଶ ଅନୁମତି ଦିଆଯିବ ନାହିଁ ବୋଲି ୟୁଜିସି ନିର୍ଦ୍ଦେଶ ଦେଇଛି । ସେହିପରି କଣ୍ଟେନମେଣ୍ଟ ଜୋନରେ ରହୁଥିବା ଛାତ୍ର ଏବଂ କର୍ମଚାରୀମାନଙ୍କୁ କଲେଜକୁ ଆସିବାକୁ ଅନୁମତି ମିଳିବ ନାହିଁ । କେବଳ କଣ୍ଟେନମେଣ୍ଟ ଜୋନ୍ ବାହାରେ ଥିବା ବିଶ୍ବବିଦ୍ୟାଳୟ ଏବଂ କଲେଜଗୁଡିକୁ ଖୋଲିବାକୁ ଅନୁମତି ଦିଆଯିବ । ବିଶ୍ବବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଅଧ୍ୟାପକ, କର୍ମଚାରୀ ଏବଂ ଛାତ୍ରମାନଙ୍କୁ ‘ ଆରୋଗ୍ୟ ସେତୁ ଆପ୍’ ମଧ୍ୟ ଡାଉନଲୋଡ୍ କରିବାକୁ ପଡ଼ିବ ।

   Related Posts