Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଭୟଙ୍କର ବିମାନ ଦୁର୍ଘଟଣା: ଘଟଣାସ୍ଥଳରେ ୨୨ଜଣଙ୍କ ମୃତ୍ୟୁ, ୬ ନିଖୋଜ

26/09/2020 at 10:54 AM

ନୂଆଦିଲ୍ଲୀ ୨୬/୦୯ : ୟୁକ୍ରେନରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି । ରାଏଟର୍ସ ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ୨୮ ଜଣଙ୍କୁ ନେଇ ଯାଉଥିବା ୟୁକ୍ରେନ ବାୟୁସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ୨୨ ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟମାନେ ନିଖୋଜ ଅଛନ୍ତି ।

ଏହି ଦୁର୍ଘଟଣା ସମ୍ପର୍କରେ ୟୁକ୍ରେନ ମନ୍ତ୍ରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ବିମାନରେ ଅଧିକାଂଶ ଛାତ୍ର ଥିଲେ ଏବଂ ୭ ଜଣ କ୍ରୁ ସଦସ୍ୟ ମଧ୍ୟ ଥିଲେ । ଦୁର୍ଘଟଣାର କାରଣ ପତା କରିବାକୁ ଚେଷ୍ଟା କରାଯାଉଛି  ସେ ଖୁବ୍ ଶୀଘ୍ର ଘଟଣାସ୍ଥଳ ପରିଦର୍ଶନ କରିବେ ବୋଲି କହିଛନ୍ତି ।

   Related Posts