Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ପୁତୁରା ଆକ୍ରମଣରେ ଦାଦାଙ୍କ ମୃତ୍ୟୁ, ଜମିଜମା ବିବାଦରୁ ହତ୍ୟାକାଣ୍ଡ

29/10/2021 at 12:48 PM

ଭଞ୍ଜନଗର ୨୯।୧୦: ଗଞ୍ଜାମ ଜିଲ୍ଲା ତାରାସିଙ୍ଗି ଥାନା ଅନ୍ତର୍ଗତ ମହୁଲ ପାଟଣା ଗ୍ରାମରେ ପୁତୁରାର ଆକ୍ରମଣରେ ଦାଦା କୃଷ୍ଣ ଖିଲାରଙ୍କ ମୃତ୍ୟୁ ହୋଇଛି । ଗୁରୁବାର ସନ୍ଧ୍ୟା ସମୟରେ କୃଷ୍ଣ ଜମିରୁ ଫେରୁଥିବା ବେଳେ ଏକ ନିଛାଟିଆ ସ୍ଥାନରେ ଆଗରୁ ଜଗିବସିଥିଲା ପୁତୁରା ସୁବାଷ ବିଶୋୟୀ । ହଠାତ କୃଷ୍ଣକୁ ଠେଙ୍ଗାରେ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ହିଁ କୃଷ୍ଣଙ୍କର ମୃତ୍ୟୁ ଘଟିଛି ।

ତାରାସିଂଙ୍ଗି ଥାନା ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକେଲକୁ ପଠାଇଛି । ଜମିଜମା ବିବାଦକୁ କେନ୍ଦ୍ର କରି ଏପରି ହତ୍ୟାକାଣ୍ଡ ଘଟିଛି । ଅଭିଯୁକ୍ତ ଫେରାର ହୋଇଯାଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।

   Related Posts