Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଅଣ୍ଡରପାସିଂ ଖାଲରେ ବୁଡିଗଲେ ବ୍ୟକ୍ତି, ଚାଲିଗଲା ଜୀବନ

18/01/2021 at 10:36 AM

ଢେଙ୍କାନାଳ,୧୮/୦୧: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରୋଡ଼ ଫାଣ୍ଡି ଅନ୍ତର୍ଗତ ଓଡ଼ପଡା କଲେଜ ଛକ ନିକଟରୁ ଏକ ମୃତ ଦେହ ଉଦ୍ଧାର ହୋଇଛି ।  ମୃତକ ଜଣଙ୍କ ସ୍ଥାନୀୟ ନୂଆବାଙ୍ଗୁରିସିଂହ  ଗ୍ରାମର ଚଣିଆ ବେହେରା ବୋଲି ଜଣାପଡିଛି ।

ଓଦାପଡା କଲେଜ ନିକଟରେ  ଏନଏଚ-୫୫ରେ ହାତୀମାନଙ୍କ ଯାତାୟାତ ପାଇଁ ଖୋଲାଯାଇଥିବା ଅଣ୍ଡର ପାସିଙ୍ଗ ଖାଲରେ ପାଣି ଭିତରେ ତାଙ୍କ ମୃତଦେହ ଭାସୁଥିବା କିଛି ଲୋକ ଦେଖିଥିଲେ । ଖବର ପାଇ ସ୍ଥାନୀୟ ହିନ୍ଦୋଳରୋଡ଼ ଫାଣ୍ଡି ପୋଲିସ ଅଗ୍ନିଶ୍ରମ ବାହିନୀ ମାଧ୍ୟମରେ ମୃତଦେହକୁ ପାଣିରୁ ଉଦ୍ଧା ର କରିଛି । ପରେ ମୃତଦେହ ବ୍ୟବଛେଦ ପାଇଁ ପଠାଯାଇଛି ।

ଚଣିଆ ଅସାବଧାନତା ବଶତଃ ଏହି ପାଣିରେ ପଡିଯାଇଥିବା ଅନୁମାନ କରାଯାଇଛି ।ପୋକିସ ଏ ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି ।

   Related Posts