ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ

Published By : Prameya-News7 Bureau | January 07, 2021 IST

ଭୁବନେଶ୍ବର୭/୧: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ। ଖଣି ସଂପର୍କୀୟ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି।

{"id":388559,"sizeSlug":"large","linkDestination":"none"}

କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଛନ୍ତି ଯେ,  ଅଧିକ ଉତ୍ପାଦନ କର, ଅଧିକ ରାଜସ୍ବ ବଢ଼ିବ। ରାଜ୍ୟକୁ ଇଙ୍ଗିତ କରି ଏଭଳି କହିଛନ୍ତି କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ।

{"id":388560,"sizeSlug":"large","linkDestination":"none"}

ନିଲାମ ହୋଇଥିବା ୩ଟି ଖଣି ଓଏମସି ଓ ଓଏମଇସିକୁ ଦେବା ପାଇଁ ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି। ଏଥିପାଇଁ କେନ୍ଦ୍ର ଅନୁମତି ଦେଇସାରିଛି। ମାର୍ଚ୍ଚ ପ୍ରଥମ ସପ୍ତାହରୁ ଉତ୍ପାଦନ ପାଇଁ ପ୍ରତିଶ୍ରୁତି ଦେଇଛି ରାଜ୍ୟ ସରକାର।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.