Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ

7/01/2021 at 6:45 PM

ଭୁବନେଶ୍ବର୭/୧: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ। ଖଣି ସଂପର୍କୀୟ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି।

କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଛନ୍ତି ଯେ,  ଅଧିକ ଉତ୍ପାଦନ କର, ଅଧିକ ରାଜସ୍ବ ବଢ଼ିବ। ରାଜ୍ୟକୁ ଇଙ୍ଗିତ କରି ଏଭଳି କହିଛନ୍ତି କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ।

ନିଲାମ ହୋଇଥିବା ୩ଟି ଖଣି ଓଏମସି ଓ ଓଏମଇସିକୁ ଦେବା ପାଇଁ ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି। ଏଥିପାଇଁ କେନ୍ଦ୍ର ଅନୁମତି ଦେଇସାରିଛି। ମାର୍ଚ୍ଚ ପ୍ରଥମ ସପ୍ତାହରୁ ଉତ୍ପାଦନ ପାଇଁ ପ୍ରତିଶ୍ରୁତି ଦେଇଛି ରାଜ୍ୟ ସରକାର।

   Related Posts