Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଖର ସେନାର ଲଙ୍କା ବିଜୟ, ପ୍ରଥମ ଟି-୨୦ରେ ୩୮ ରନ୍‌ରେ ଜିତିଲା ଭାରତ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୩୨ ଡିସଚାର୍ଜ
  • ||
  • ଟୋକିଓ ଅଲିମ୍ପିକ୍ସ : ଭାରତୀୟ ହକି ଟିମର ପରାଜୟ, ୧-୭ ଗୋଲରେ ଜିତିଲା ଅଷ୍ଟ୍ରେଲିଆ
  • ||
  • ହାଇଦରକୁ ଏନକାଉଣ୍ଟର ବେଳେ ବାଜିଥିଲା ୩ ଗୁଳି କିନ୍ତୁ ଶରୀରରୁ ବାହାରିଲା ୪ଟି ଗୁଳି, ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର ହେଲା ମୃତ ଦେହ
  • ||
  • ଭୁଶୁଡିଲା ସ୍ମାର୍ଟ ପୋଖରୀର ସ୍ମାର୍ଟ ପାଚେରୀ, ନିର୍ମାଣ ସରିବା ପରେ ୭ ଦିନ ବି ଗଲାନି
  • ||
  • ବିଦ୍ୟୁତ ଆଘାତରେ ଟଳିପଡିଲେ ଅସ୍ଥାୟୀ କର୍ମଚାରୀ, ମୃତଦେହ ରଖି ରାସ୍ତାରୋକ କଲେ ସ୍ଥାନୀୟ ଲୋକେ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୮୩୩ କରୋନା ପଜିଟିଭ୍
  • ||
  • ବିଜେଡିର ମିଶ୍ରଣ ପର୍ବ, ଦଳରେ ସାମିଲ ହେଲେ ଜିଲ୍ଲା ପରିଷଦ ସଭ୍ୟ ଓ ବିଜେପି କର୍ମୀ
  • ||
  • ଦାନା ବାନ୍ଧୁଛି ଲଘୁଚାପ, ୨୭ରୁ ୨୯ ଯାଏଁ ଛେଚିବ ବର୍ଷା
  • ||

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଆଶୁ ଆରୋଗ୍ୟ କାମନା କରି ମନ୍ଦିରରେ ପୂଜାର୍ଚ୍ଚନା

5/08/2020 at 5:30 PM

ନୀଳଗିରି୫/୮: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଶୁ ଆରୋଗ୍ୟ କାମନା କରି ନୀଳଗିରି ବିଜେପି ଆଜି ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରି ଦୀପ ଦାନ କରିଛନ୍ତି। ଧର୍ମେନ୍ଦ୍ର କରୋନା ସଂକ୍ରମିତ ହେବା ପରେ ସେ ଏବେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କର ଆରୋଗ୍ୟ କାମନା କରି ଆଜି ନୀଳଗିରି ବିଜେପି ବିଧାୟକ ସୁକାନ୍ତ ନାୟକ, କେନ୍ଦ୍ରମନ୍ତ୍ରୀ ପ୍ରତାପ ସଡ଼ଙ୍ଗୀଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ର ବିନ୍ଦୁ ଦାସ, ବିଜେପି ନେତା ଗଙ୍ଗାଧର ମିଶ୍ର, ସୂର୍ଯ୍ୟକାନ୍ତ ବିଶ୍ୱାଳ, ମାନିଆ ଦିବେଦୀ, ଆନନ୍ଦ ମିଶ୍ର ସମେତ ଅନ୍ୟମାନେ ଉପସ୍ଥିତ ରହି ପୂଜାର୍ଚ୍ଚନା ଓ ଦୀପ ଜାଳିଛନ୍ତି।

   Related Posts