Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଏକାଦଶାହରେ ସ୍ବର୍ଗତ ଡି. ପ୍ରକାଶ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପରିବାରବର୍ଗଙ୍କୁ ଜଣାଇଲେ ସମବେଦନା

23/01/2021 at 1:11 PM

କଟକ ୨୩।୧: ସ୍ବର୍ଗତ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବକ୍ସିବଜାର ସ୍ଥିତ ବାସଭବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସ୍ବର୍ଗତ ରାଓଙ୍କ ଏକାଦଶ ଉପଲକ୍ଷେ ବାସଭବନ ଯାଇ ତାଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଡି. ପ୍ରକାଶ ରାଓଙ୍କ ପରିବାର ସହ ଭେଟି ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଓଡ଼ିଶାର ଗୌରବ ଥିଲେ ଡି. ପ୍ରକାଶ ରାଓ । ପ୍ରକାଶ ରାଓଙ୍କୁ ବଣମଲ୍ଲି ସହ ତୁଳନା କଲେ । ଦୀର୍ଘ ସମୟ ଧରି ନିଜ ବେଉସାରୁ ପଇସା ବଞ୍ଚାଇ କିଭଳି ସମାଜ ସେବା କରିବାରେ ସଫଳ ମଣିଷ ପାଲଟିଥିଲେ, ପ୍ରଧାନମନ୍ତ୍ରୀ ତାଙ୍କୁ ଚିହ୍ନି ପାରିଥିଲେ । ଭାରତର ଉଚ୍ଚତମ ସମ୍ମାନରେ ସମ୍ମାନୀତ କରିଥିଲେ । ସେ ଆମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

   Related Posts