Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଅର୍ଜୁନ ପୁରସ୍କାର ଅବ୍ୟବହିତ ପୂର୍ବରୁ ପାରା ବ୍ୟାଡମିଂଟନ ଖେଳାଳି ପ୍ରମୋଦ ଭଗତଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

28/08/2019 at 9:37 PM

ନୂଆଦିଲ୍ଲୀ।ଭୁବନେଶ୍ୱର ୨୮।୮: ନୂଆଦିଲ୍ଲୀରେ ବୁଧବାର ସ୍ୱର୍ଣ୍ଣ ବିଜେତା ଓଡିଶାର ପାରା ବ୍ୟାଡମିଂଟନ ଖେଳାଳି ପ୍ରମୋଦ ଭଗତଙ୍କ ସହ ସାକ୍ଷାତ୍ କରି ଅର୍ଜୁନ ପୁରସ୍କାରର ଅବ୍ୟବହିତ ପୂର୍ବରୁ ପ୍ରମୋଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି ଯେ, ପ୍ରମୋଦ ଭଗତ ଓଡିଶାର ଜଣେ ଲବ୍ଧ ପ୍ରତିଷ୍ଠିତ ସନ୍ତାନ ଏବଂ ବିଶ୍ୱର ୧ ନମ୍ବର ପାରା ବ୍ୟାଡମିଂଟନ ଖେଳାଳି । ସେ ଆସନ୍ତାକାଲି ଅର୍ଜୁନ ଆୱାର୍ଡ ଗ୍ରହଣ କରିବା ଜାଣି ଗର୍ବିତ ବୋଲି ଧର୍ମେନ୍ଦ୍ର କହିଛନ୍ତି ।ପ୍ରମୋଦ ଭଗତ ଆଗକୁ ମଧ୍ୟ କ୍ରୀଡା କ୍ଷେତ୍ରରେ ଆହୁରି ଅନେକ ଐଶୋର୍ଯ୍ୟ ସାଉଁଟୁନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି ।

   Related Posts