କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜାପାନର ରାଷ୍ଟ୍ରଦୂତ ଏଚ.ଇ କେନଜି ହୀରାମତସୁଙ୍କ ମଧ୍ୟରେ ଆଲୋଚନା

Published By : Prameya-News7 Bureau | August 28, 2019 IST

ନୂଆଦିଲ୍ଲୀ।ଭୁବନେଶ୍ୱର ୨୮।୮: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଜାପାନର ରାଷ୍ଟ୍ରଦୂତ ଏଚ.ଇ କେନଜି ହୀରାମାତସୁଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏହି ଅବସରରେ ଉଭୟେ ଇସ୍ପାତ ଉତ୍ପାଦନ, ପାରମ୍ପରିକ ଏବଂ ଅଣ-ପାରମ୍ପରିକ ଓ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଭାରତ ଓ ଜାପାନର ସମ୍ପର୍କକୁ ମଜବୁତ କରିବା ପାଇଁ ଆଲୋଚନା କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.