Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଳନ୍ତା ହାଇଓ୍ବା ଗାଡିରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଚାଳକ
  • ||
  • Australian Open 2022 ଟାଇଟଲ୍ ଜିତିଲେ ଏଶ୍ଲେ ବାର୍ଟି, ଦେଶ ପାଇଁ ରଚିଲେ ଇତିହାସ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜାପାନର ରାଷ୍ଟ୍ରଦୂତ ଏଚ.ଇ କେନଜି ହୀରାମତସୁଙ୍କ ମଧ୍ୟରେ ଆଲୋଚନା

28/08/2019 at 8:46 PM

ନୂଆଦିଲ୍ଲୀ।ଭୁବନେଶ୍ୱର ୨୮।୮: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଜାପାନର ରାଷ୍ଟ୍ରଦୂତ ଏଚ.ଇ କେନଜି ହୀରାମାତସୁଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏହି ଅବସରରେ ଉଭୟେ ଇସ୍ପାତ ଉତ୍ପାଦନ, ପାରମ୍ପରିକ ଏବଂ ଅଣ-ପାରମ୍ପରିକ ଓ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଭାରତ ଓ ଜାପାନର ସମ୍ପର୍କକୁ ମଜବୁତ କରିବା ପାଇଁ ଆଲୋଚନା କରିଥିଲେ ।

   Related Posts