Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

ନାଟ୍ୟକାର ବିଜୟ ମିଶ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ: କହିଲେ, ‘ଓଡ଼ିଆ ନାଟ୍ୟ ଜଗତର ଏକ ଅପୂରଣୀୟ କ୍ଷତି’

26/04/2020 at 10:02 PM

ଭୁବନେଶ୍ୱର୨୬/୪: ଓଡ଼ିଶାର ବିଶିଷ୍ଟ ନାଟ୍ୟକାର ବିଜୟ ମିଶ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଓଡ଼ିଶାର ଲୋକପ୍ରିୟ ବିଶିଷ୍ଟ ନାଟ୍ୟକାର ବିଜୟ ମିଶ୍ରଙ୍କ ଦେହାବସାନ ଖବର ଶୁଣି ମୁଁ ଦୁଃଖିତ । ଓଡ଼ିଆ ସାହିତ୍ୟ ଓ ନାଟ୍ୟଜଗତ ଲାଗି ତାଙ୍କର ଅବଦାନ ଅତୁଳନୀୟ । ତାଙ୍କ ବିୟୋଗରେ ଓଡ଼ିଆ ନାଟ୍ୟ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

   Related Posts