Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଭଦ୍ରକର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ, ବାତ୍ୟା ପୀଡିତଙ୍କୁ ଭେଟିବେ

30/05/2021 at 12:17 PM

ଭଦ୍ରକ ୩୦।୫: ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭଦ୍ରକ ଜିଲ୍ଲାରେ ଚାନ୍ଦବାଲି, ଧାମରା ବାସୁଦେବପୁର ଅଞ୍ଚଳକୁ ଅକାଶ ମାର୍ଗରୁ ପରିଦର୍ଶନ ପରେ ଧାମରା ପୋର୍ଟ ହେଲିପ୍ୟାଡ଼ରେ ଅବତରଣ କରିବେ । ପରେ ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳର ବାତ୍ୟା ପ୍ରଭାବିତ ଦୋସିଙ୍ଗା , ଜାଗୁଳା ଓ ଧାମରା ଗ୍ରାମ ପଞ୍ଚାୟତ ସହ ପାଇକସାହି, ବଳଭଦ୍ର ପ୍ରସାଦ, ଝାରକଟି ଗ୍ରାମକୁ ଯାଇ ବାତ୍ୟା ପୀଡିତଙ୍କୁ ଭେଟିବେ ବୋଲି ସୂଚନା ମିଳିଛି ।

   Related Posts