ଭଦ୍ରକର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ, ବାତ୍ୟା ପୀଡିତଙ୍କୁ ଭେଟିବେ

Published By : Prameya-News7 Bureau | May 30, 2021 IST

ଭଦ୍ରକ ୩୦।୫: ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭଦ୍ରକ ଜିଲ୍ଲାରେ ଚାନ୍ଦବାଲି, ଧାମରା ବାସୁଦେବପୁର ଅଞ୍ଚଳକୁ ଅକାଶ ମାର୍ଗରୁ ପରିଦର୍ଶନ ପରେ ଧାମରା ପୋର୍ଟ ହେଲିପ୍ୟାଡ଼ରେ ଅବତରଣ କରିବେ । ପରେ ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳର ବାତ୍ୟା ପ୍ରଭାବିତ ଦୋସିଙ୍ଗା , ଜାଗୁଳା ଓ ଧାମରା ଗ୍ରାମ ପଞ୍ଚାୟତ ସହ ପାଇକସାହି, ବଳଭଦ୍ର ପ୍ରସାଦ, ଝାରକଟି ଗ୍ରାମକୁ ଯାଇ ବାତ୍ୟା ପୀଡିତଙ୍କୁ ଭେଟିବେ ବୋଲି ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.