Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ସୀମା ବିବାଦ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସର୍ବଦଳୀୟ ବୈଠକ ଡାକିବା ସହ ଗୃହ କମିଟି ଗଠନ କରିବାକୁ ଅନୁରୋଧ

19/11/2020 at 10:44 AM

ଭୁବନେଶ୍ବର ୧୯।୧୧: ପଡୋଶୀ ରାଜ୍ୟ ଓ ଓଡିଶା ମଧ୍ୟରେ ସୀମା ବିବାଦର ସମାଧାନ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୀମା ବିବାଦର ସମାଧାନ ଲାଗି ସର୍ବଦଳୀୟ ବୈଠକ ଡାକିବା ଓ ଗୃହ କମିଟି ଗଠନ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ଓଡ଼ିଶା ସହ ଆନ୍ଧ୍ର ପଶ୍ଚିମବଙ୍ଗ, ଛତିଶଗଡ଼ ଓ ଝାଡଖଣ୍ଡର ସୀମା ବିବାଦ ଲାଗି ରହିଛ। ଆପୋଷ ବୁଝାମଣାରେ ବିବାଦର ସମାଧାନ କରାଯାଉ ବୋଲି ବୋଲି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚଠିଲେ ଉଲ୍ଲେଖ କରିଛନ୍ତି ।

ଏଥି ସହିତ ସଂଘୀୟ ବ୍ୟବସ୍ଥାରେ ଆପୋଷ ଆଲୋଚନାରେ ଓଡିଶା ମୁଖ୍ୟ ଭୂମିକା ଗ୍ରହଣ କରୁ ଏବଂ ଆବଶ୍ୟକ ପଡ଼ିଲେ ଆଇନଗତ ପଦକ୍ଷେପ ନେବା ପାଇଁ ବିଚାର କରାଯାଉ । ତେବେ ଓଡ଼ିଶାର ଲୋକଙ୍କ ସାମାଜିକ ଆର୍ଥିକ ସ୍ବାର୍ଥ ସହ ସାଲିସ କରାନଯାଉ ବୋଲି ସେ କହିଛନ୍ତି ।

   Related Posts