Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ସିଏଏ ସପକ୍ଷରେ ବିଜେପିର ଜନଜାଗରଣ ଯାତ୍ରା, ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଫଗନ ସିଂହ କୁଲେସ୍ତ

5/01/2020 at 10:17 AM

ମହାକାଳପଡା ୫।୧: ଆଜିଠୁ ସିଏଏ ସପକ୍ଷରେ ବିଜେପିର ଜନଜାଗରଣ ଯାତ୍ରା । ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଫଗନ ସିଂହ କୁଲେସ୍ତ । କେନ୍ଦ୍ରାପଡା ମହାକାଳପଡା ସ୍ଥିତ ରାମଚଣ୍ଡି ପୀଠ ପଡିଆଠାରେ ସିଏଏ ସମ୍ପର୍କରେ ଜନ ସଚେତନା ରାଲିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ସେଠାରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଛି । ଏହାସହା ମହାକାଳପଡାରେ ଶରଣାର୍ଥୀଙ୍କୁ ଭେଟିବେ କେନ୍ଦ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ । ବିଜେପି ପକ୍ଷରୁ ସାରା ରାଜ୍ୟରେ ୫ଟି ଶୋଭାଯାତ୍ରା କରାଯିବ ।

   Related Posts