Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||

ବିଜେପି ଫୋକସରେ ଓଡିଶା : ଆଜି ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ମୁକତାର ଆବାସ ନକଭୀ, ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର

20/04/2019 at 9:47 AM

ଭୁବନେଶ୍ବର ୨୦|୪:  ରାଜ୍ୟରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପାଇଁ ପ୍ରଚାର ଜୋରଦାର ହୋଇଛି । ବିଜେପିର ପୋଷ୍ଟର ବୟ ନରେନ୍ଦ୍ର ମୋଦିଙ୍କ ସହ ଅନ୍ୟ  କେନ୍ଦ୍ରମନ୍ତ୍ରୀମାନେ ଘନଘନ ଓଡ଼ିଶା ଗସ୍ତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ କରୁଛନ୍ତି ।

ଏହି କ୍ରମରେ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସଂଖ୍ୟାଲଘୁ ମନ୍ତ୍ରୀ ମୁକତାର ଆବାସ ନକଭୀ । ସାଲେପୁର ଓ କେନ୍ଦ୍ରାପଡ଼ାରେ ନିର୍ବାଚନୀ ସଭାରେ ଯୋଗଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ଭୋଟ୍ ଭିକ୍ଷା ମଧ୍ୟ କରିବେ ନକଭୀ । ସେହିପରି ଅପରାହ୍ନରେ କଟକରେ ମଧ୍ୟ ରୋଡ୍ ଶୋ କରିବେ  ।  ନକଭୀଙ୍କ ଗସ୍ତକୁ ଆଖି ଆଗରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । 

   Related Posts