Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ

29/10/2021 at 4:58 PM

ପୁରୀ ୨୯।୧୦: ଶ୍ରୀମନ୍ଦିର ଯାଇ ମ‌ହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ । କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ ରେଳ ରାଷ୍ଟ୍ରମନ୍ତ୍ରୀ ରାଓ ସାହେବ ଦାନବେ ସିଂହଦ୍ଵାର ଠାରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା। ଦର୍ଶନ ସମୟରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ସେବାୟତ ଓ ବିଜେପୀ କର୍ମୀମାନେ ଉପସ୍ଥିତ ଥିଲେ। ମହାପ୍ରଭୁଙ୍କ ଦର୍ଶନ ସହ ବିମଳା ଓ ମହାଲକ୍ଷ୍ମୀଙ୍କ ଦର୍ଶନ ସହ ମହାପ୍ରସାଦ ସେବନ କରି ନିଜକୁ ଧନ୍ୟ ମଣିଥିଲେ । ତେବେ କୋଭିଡ୍ କଟକଣାରେ ଶ୍ରୀମନ୍ଦିରରେ ଚାଲିଥିବା ଦର୍ଶନ ବ୍ୟବସ୍ଥାକୁ ଦେଖି ଖୁସି ପ୍ରକଟ କରିଛନ୍ତି ମନ୍ତ୍ରୀ ।

   Related Posts