Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IPL 2021: ଦିଲ୍ଲୀ କ୍ୟାପିଟାଲ୍ସର ବିଜୟରେ ଲାଗିଲା ବ୍ରେକ୍, ପନ୍ତଙ୍କ ଟିମ୍‌କୁ ୩ ଓ୍ଵିକେଟ୍‌ରେ ହରାଇଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା
  • ||
  • ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||

ଦିଲ୍ଲୀ ସ୍ଥିତ ବାସଭବନରେ ପତାକା ଉତ୍ତୋଳନ କଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ

15/08/2020 at 2:29 PM

ନୂଆଦିଲ୍ଲୀ ୧୫।୮: ଦେଶ ପାଳୁଛି ୭୪ ତମ ସ୍ବାଧୀନତା ଦିବସ । ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳନ ହେବା ସହ ଜାତୀୟ ପତାକା ଉତ୍ତୋଳନ କରାଯାଇଛି । ସ୍ବାଧୀନତା ଦିବସ ଅବସରରେ ବାଲେଶ୍ବର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଦିଲ୍ଲୀ ସ୍ଥିତ ନିଜ ବାସଭବନରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ନିଜସ୍ବ ସେକ୍ରେଟାରୀ, ଅଧିକାରୀ ଓ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ । ଜାତୀୟ ପତାକା ଉତ୍ତୋଳନ ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା । ଏହାପରେ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ଲଡୁ ବାଣ୍ଟିଥିଲେ ।

   Related Posts