Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ଆଜି ବସିବ କେନ୍ଦ୍ରୀୟ ମନ୍ତ୍ରୀ ପରିଷଦର ବୈଠକ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

14/09/2021 at 7:41 AM

ନୂଆଦିଲ୍ଲୀ ୧୪।୦୯: ଆଜି ବସିବ କେନ୍ଦ୍ରୀୟ ମନ୍ତ୍ରୀ ପରିଷଦର ବୈଠକ । ରାଷ୍ଟ୍ରପତି ଭବନ ଅଡିଟୋରିୟମରେ ଏହି ବୈଠକ ବସିବ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିବେ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସମ୍ଭାବନା ରହିଛି ।

ଖବର ଅନୁଯାୟୀ, ଅପରାହ୍ନ ୩ ଟା ୪୫ ରେ ଏହି ବୈଠକ ବସିବାକୁ ସ୍ଥିର ହୋଇଛି । ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ବୈଠକରେ ଆଲୋଚନା ହେବାର ଅଛି । ସାଧାରଣତଃ ରାଷ୍ଟ୍ରପତି ଭବନ ଅଡିଟୋରିୟମରେ ଏହି ବୈଠକ ବସେନାହିଁ । ତେବେ କେଉଁ ପ୍ରସଙ୍ଗରେ ଆଲୋଚନା ହେବ ତାହା ଜଣାପଡ଼ିନାହିଁ । ପ୍ରଧାନମନ୍ତ୍ରୀ କାଲି ଆଲିଗଡରେ ମହେନ୍ଦ୍ର ପ୍ରତାପ ସିଂହ ବିଶ୍ବବିଦ୍ୟାଳୟର ଶିଳାନ୍ୟାସ କରିବା ପରେ ,ଆଜି  ଏହି ବୈଠକରେ ଯୋଗଦେବେ । ଅପରାହ୍ନ ୩ ଟା ୪୫ ରେ ଏହି ବୈଠକ ବସିବାକୁ ସ୍ଥିର ହୋଇଛି।

   Related Posts