Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ବିଧାନସଭାରେ ପାରିତ ହେଲା ବିଶ୍ବବିଦ୍ୟାଳୟ ସଂଶୋଧନ ବିଲ୍-୨୦୨୦

6/10/2020 at 1:45 PM

ଭୁବନେଶ୍ବର ୬।୧୦: ବିଧାନସଭାରେ ପାରିତ ହେଲା ବିଶ୍ବବିଦ୍ୟାଳୟ ସଂଶୋଧନ ବିଲ୍‌-୨୦୨୦ । ୩ ଦିନ ହେଲା ବିଶ୍ବବିଦ୍ୟାଳୟ ସଂଶୋଧନ ବିଲ୍‌-୨୦୨୦କୁ ନେଇ ଗୃହରେ ଆଲୋଚନା ଜାରି ରହିଥିଲା । ତେବେ ଆଜି ଏହି ବିଲ୍ କୁ ନେଇ ଗୃହରେ ଆଲୋଚନା ହୋଇଥିବା ବେଳେ ବିଲ୍ ପାସ୍ ହୋଇଛି । ବିରୋଧୀଙ୍କ ହୋହଲ୍ଲା ଭିତରେ ବିଧାନସଭାରେ ସଂଶୋଧନ ବିଲ୍ ପାରିତ ହୋଇଛି ।

ଆଲୋଚନା ବେଳେ ବିଜେପି ସଦସ୍ୟ ଭାଗ ନେଇନାହାନ୍ତି । ଏହି ସଂଶୋଧନ ବିଲ୍ କୁ ପ୍ରଥମକୁ ବିରୋଧ କରିଥଲା ବିଜେପି । ବିଲ୍‌ର ସଂଶୋଧିତ ଧାରାକୁ ନେଇ ଅନୁଚ୍ଛେଦ ଓ୍ବାରୀ ଆଲୋଚନା କରିବାକୁ ବିରୋଧୀ ଅଡି ବସିଥିବା ବେଳେ ସିଲେକ୍ଟ କମିଟିକୁ ପଠାଇବାକୁ ଦାବି କରିଥିଲେ । ଅନ୍ୟପଟେ ବିରୋଧୀଙ୍କୁ ଜବାବ ଦେଇ ଶାସକ ଦଳ ମଧ୍ୟ ପ୍ରସ୍ତାବିତ ବିଲ୍‌ ସପକ୍ଷରେ ଯୁକ୍ତି ଦର୍ଶାଇଥିଲେ ।

   Related Posts