Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

ପୋଖରୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ

20/09/2019 at 8:19 AM

ଜଗତସିଂହପୁର ୨୦।୯: ପୋଖରୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଜଗତସିଂହପୁର ଜିଲ୍ଲା ସଦର ଥାନା ମହିଳାଚାରିବାଟିଆ ଗାଁ ନିକଟ ପୋଖରୀରେ ଭାସୁଛି ମୃତଦେହ । ହତ୍ୟା କରାଯାଇଥିବା ସନ୍ଦେହ । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ।

ସୂଚନାଯୋଗ୍ୟ ଯେ, ଜଗତସିଂହପୁର ଜିଲ୍ଲା ସଦର ଥାନା ମହିଳାଚାରିବାଟିଆ ଗାଁ ନିକଟ ପୋଖରୀରେ ମୃତଦେହ ଭାସୁଥିବାର ଗ୍ରାମବାସୀ ଦେଖିଥିଲେ । ତେବେ ଏନେଇ ପୋଲିଡସକୁ ଖବର ଦେଇଥିଲେ ଗ୍ରାମବାସୀ । ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସଂପୃକ୍ତ ବ୍ୟକ୍ତିଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।

   Related Posts