Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ, ହତ୍ୟା ସନ୍ଦେହ

12/11/2019 at 10:40 AM

କରଞ୍ଜିଆ ୧୨।୧୧: ନଦୀରେ ଭାସୁଛି ଗଳିତ ମୃତଦେହ । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ଜଣାପଡିଛି । କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ । ଘଟଣାସ୍ଥଳରେ ପୋଲିସର ତଦନ୍ତ ଆରମ୍ଭ ।

ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ଯଶିପୁର ଥାନା ଗଡତଳସାହି ଭଣ୍ଡନ ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ । ନଦୀରେ ମୃତଦେହ ଭାସୁଥିବାର ଦେଖି ସ୍ତାନୀୟଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ କେହି ଦୁର୍ବୃତ୍ତ ୪ରୁ ୫ଦିନ ପୂର୍ବରୁ ହତ୍ୟା କରି ନଦୀରେ ମୃତଦେହ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ନଦୀରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts