Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନକଲି ଔଷଧ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ୍, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
  • ||
  • କାର୍ଯ୍ୟାଳୟ ନା ସ୍ପା ? ଖଟରେ ଆରାମରେ ଶୋଇଛନ୍ତି ପୋଲିସ ବାବୁ, କଏଦୀ କରୁଛନ୍ତି ମସାଜ୍
  • ||

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

9/01/2019 at 3:09 PM

ଭୁବନେଶ୍ବର ୯|୧: ବାରଙ୍ଗ ଅଞ୍ଚଳରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ । ମୁଣ୍ଡଳି ଗୋଡିପୋଖରି ବାସେଳି ନାଟ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ମୁହଁରେ ଏସିଡ୍ ପକା ଯାଇଥିବା ସନ୍ଦେହ କରାଯାଉଛି । ବ୍ୟବଚ୍ଛେଦ ପାଇଁ ମୃତଦେହକୁ କ୍ୟାପିଟାଲ ହସପିଟାଲ ପଠାଯାଇଥିବା ବେଳେ ବାରଙ୍ଗ ଥାନା ପୋଲିସ ତଦନ୍ତ ଚଳାଇଛି ।

   Related Posts