ori homes
raja reels contest
raja reels contest
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୯ କୋଭିଡ୍ ପଜିଟିଭ୍
  • ||

ଗଞ୍ଜାମ ଆସିକା ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

9/11/2018 at 10:03 AM

ଗଞ୍ଜାମ ୯|୧୧: ଜାତୀୟ ରାଜପଥ ୫୯ କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ଆସିକା ଥାନା ବାଲିସିରା ଗାଁ ନିକଟରୁ ମୃତଦେହ ଜବତ କରାଯାଇଛି । ଯୁବକଙ୍କ ମୃତଦେହରେ ଅନେକ କ୍ଷତଚିହ୍ନ ଥିବାରୁ ତାଙ୍କୁ ହତ୍ୟାକରି କେହି ସେଠାରେ ଫିଙ୍ଗି ଦିଆଯାଇଥିବା ଅନୁମାନ କରାଯାଉଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ । ସ୍ଥାନୀୟ ପୋଲିସ ଘଟଣାସ୍ଥଳକ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts