Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଅଚିହ୍ନା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

5/10/2019 at 4:26 PM

ସୁନ୍ଦରଗଡ ୫।୧୦: ସୁନ୍ଦରଗଡରେ ଅଚିହ୍ନା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ସୁନ୍ଦରଗଡ ଜିଲ୍ଲା କିଞ୍ଜିରକେଲା ଥାନା ଅନ୍ତର୍ଗତ ଦେଓଭବନପୁର ଭଣ୍ଡାରପଡା ନିକଟ ବିଲରୁ ମୃତଦେହ ଉଦ୍ଧାର ହୋଇଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।

   Related Posts