ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
2/01/2019 at 6:16 PM

ବାରିପଦା ୨/୧: ବାରିପଦା ସଦର ଥାନା ଅନ୍ତର୍ଗତ ପାତ୍ରସାହିର କେନାଲ ନିକଟ ଗଛରୁ ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର। ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି । ମୃତ୍ୟୁର କାରଣ ଅସ୍ପଷ୍ଟ। ଏ ନେଇ ସଦର ଥାନାରେ ଏକ ମାମଲା ରୁଜ୍ଜୁ କରାଯାଇଛି । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ପୋଲିସ ତଦନ୍ତ ଆରମ୍ଭ କରିଛି।
Related Posts
୫ବର୍ଷ ଶିଶୁର କାଟି ଦେଲା ଗଳା, ଦୁର୍ବୃତ୍ତକୁ କାବୁ କଲେ ଗ୍ରାମବାସୀ
28 January 2021