ରାସ୍ତାରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

Published By : Prameya-News7 Bureau | August 31, 2018 IST

ଉଦଳା ୩୧/୮ : ରାସ୍ତାରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ | ଉଦଳା କୃଷକ ବଜାର ମସଜିଦ ପାଖରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି | ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ | ତେବେ ସେ ଆତ୍ମହତ୍ୟା କରିଛନ୍ତି ନା କିଏ ତାଙ୍କର ହତ୍ୟା କରିଛି ତାହା ଏବେ ଯାଏଁ ସ୍ପଷ୍ଟ ହୋଇନାହିଁ | ରାସ୍ତା କଡରେ ମୃତଦେହ ପଡିଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ | ଘଟଣାସ୍ଥଳରେ ଉଦଳା ପୋଲିସ ପହଂଚି ମୃତଦେହ ଜବତ କରି ତଦନ୍ତ କରୁଛି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.