Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାସ୍ତାରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

31/08/2018 at 12:48 AM

ଉଦଳା ୩୧/୮ : ରାସ୍ତାରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ | ଉଦଳା କୃଷକ ବଜାର ମସଜିଦ ପାଖରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି | ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ | ତେବେ ସେ ଆତ୍ମହତ୍ୟା କରିଛନ୍ତି ନା କିଏ ତାଙ୍କର ହତ୍ୟା କରିଛି ତାହା ଏବେ ଯାଏଁ ସ୍ପଷ୍ଟ ହୋଇନାହିଁ | ରାସ୍ତା କଡରେ ମୃତଦେହ ପଡିଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ | ଘଟଣାସ୍ଥଳରେ ଉଦଳା ପୋଲିସ ପହଂଚି ମୃତଦେହ ଜବତ କରି ତଦନ୍ତ କରୁଛି |

   Related Posts