Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଅଜଣା ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର

25/11/2019 at 12:54 PM

ଦେବଗଡ ୨୫/୧୧: ଦେବଗଡ ଜିଲ୍ଲା କଣ୍ଟାପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାକରମୁଣ୍ଡା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଏକ ଗଛରୁ ମହିଳାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ମାକରମୁଣ୍ଡା ଗ୍ରାମର କିଛି ବ୍ୟକ୍ତି ନିକଟସ୍ଥ ଜଗନ୍ନାଥପୁର ଜଙ୍ଗଲକୁ ଗାଇ ଚରାଈବାକୁ ଯାଇଥିବା ବେଳେ ଗଛରେ ମହିଳାଙ୍କ ଗଳିତ ଶବ ଝୁଲୁଥିବା ଅବସ୍ଥାରେ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ ।

 ଦେବଗଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗଛରୁ ଶବ ଉଦ୍ଧାର କରି ପୋଷ୍ଟ ମର୍ଟମ ପାଇଁ ପଠାଇଛନ୍ତି । ମୃତ ମହିଳାଙ୍କ ବୟସ ୩୫ରୁ ୪୦ବର୍ଷ ମଧ୍ୟରେ ହୋଇଥିବା ଅନୁମାନ କରାଯାଉଥିବାବେଳେ ତାଙ୍କର ପରିଚୟ ମିଳିନାହିଁ । ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ ସନ୍ଦେହ କରାଯାଉଥିବାବେଳେ ଦେବଗଡ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

   Related Posts