Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ଭବାନୀପାଟଣାରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

27/04/2019 at 1:23 PM

ଭବାନୀପାଟଣା ୨୭|୪: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାଗୁଡାଠାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣେ ମାନସିକ ବିକୃତ ଏବଂ ଅଜଣା ଗାଡି ଧକ୍କା ଯୋଗୁଁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ମୃତଦେହକୁ ଭବାନୀପାଟଣା ଶବ ଗୃହରେ ରଖାଯାଇଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts