Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମିଳିନି ପରିଚୟ

3/09/2020 at 12:54 PM

କଣ୍ଟାବାଞ୍ଝି ୩।୯: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଅନ୍ତର୍ଗତ ଏକ ଜଙ୍ଗଲରୁ ଜଣେ ଅଜଣା ଯୁବକଙ୍କ ଗଳିତ ଶବ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । ତେବେ ଯୁବକ ଜଣଙ୍କ ମୃତଦେହ ଏହି ଜଙ୍ଗଲରେ ୩ ରୁ ୪ ଦିନ ହେବ ପଡିଥିବା ଜଣାପଡିଛି । ଶବ ଗଳିତ ଅବସ୍ଥାରେ ଝୁଲୁଥିବା ବେଳେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ ।

ଜଙ୍ଗଲରେ କିଛି ସ୍ଥାନୀୟ ଯୁବକ ଗାଈ ଚରାଉ ଥିବାବେଳେ ଶବ ଝୁଲୁଥିବା ଦେଖିଥିଲେ । ଏହାପରେ ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ କଣ୍ଟାବାଞ୍ଝି ଏସଡିପିଓ ସରୋଜ ମହାପାତ୍ର, ତୁରେଇକେଲା ଥାନା ଅଧିକାରୀ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରି କରିଛନ୍ତି । ତେବେ ଏହା ଆତ୍ମହତ୍ୟା ନାଁ ହତ୍ୟା ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

   Related Posts