Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ନଦୀରେ ଭାସୁଛି ମୁଣ୍ଡ ବିହୀନ ମୃତଦେହ, ହତ୍ୟା ସନ୍ଦେହ

2/09/2020 at 9:52 AM

ରାଉରକେଲା ୨।୯: ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ପୋଲ ନିକଟରେ ଭାସୁଛି ମୁଣ୍ଡ ବିହୀନ ମୃତଦେହ । ସୁନ୍ଦରଗଡ ଜିଲ୍ଲା ହାତୀବାରି ଥାନା ଦେଓ ନଦୀ ଜାହାରି ଟୋଳି ପଞ୍ଚାୟତ ଝାଡବେଡା ପୋଲ ନିକଟରୁ ମୃତଦେହ ମିଳିଛି ।

ସ୍ଥାନୀୟ ଲୋକ ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ହାତୀବାରି ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ଅଗ୍ନିଶମ ବିଭାଗ ପହଞ୍ଚି ଅଜଣା ମୃତଦେହ ଉଦ୍ଧାର କରିଛି । ଯୁବକଙ୍କୁ ହତ୍ୟା କରାଯାଇ ନଦୀରେ ପିଙ୍ଗିଦିଆ ଯାଇଥାଇ ପାରେ ବୋଲି ସନ୍ଦେହ କରାଯାଉଛି । ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡିବ ।

   Related Posts