ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ

Published By : Prameya-News7 Bureau | March 05, 2021 IST

ବଲାଙ୍ଗିର ୫।୩: ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର । ବଲାଙ୍ଗିର ଟାଉନ୍ ଥାନା ଗେଟ୍ ସରୋବର ପଡାରୁ ମିଳିଛି ସନ୍ଦେହଜନକ ମୃତଦେହ । ହତ୍ୟା ପରେ ମୃତ ଶରୀରର ବେଡ ସିଟ୍ ଗୋଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ଅନୁମାନ । ମୃତକଙ୍କ ପରିଚୟ ମିଳିନଥିବା ବେଳେ ସେ ପଶ୍ଚିମବଙ୍ଗରୁ ଆସି ରାଜମିସ୍ତ୍ରୀ ଭାବରେ କାମ କରୁଥିଲେ ।

{"id":418165,"sizeSlug":"large","linkDestination":"none"}

ଘଟଣାସ୍ଥଳରେ ଟାଉନ୍ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ସହ ରହୁଥିବା ୫ରୁ ୬ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.