Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ

5/03/2021 at 10:55 AM

ବଲାଙ୍ଗିର ୫।୩: ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର । ବଲାଙ୍ଗିର ଟାଉନ୍ ଥାନା ଗେଟ୍ ସରୋବର ପଡାରୁ ମିଳିଛି ସନ୍ଦେହଜନକ ମୃତଦେହ । ହତ୍ୟା ପରେ ମୃତ ଶରୀରର ବେଡ ସିଟ୍ ଗୋଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ଅନୁମାନ । ମୃତକଙ୍କ ପରିଚୟ ମିଳିନଥିବା ବେଳେ ସେ ପଶ୍ଚିମବଙ୍ଗରୁ ଆସି ରାଜମିସ୍ତ୍ରୀ ଭାବରେ କାମ କରୁଥିଲେ ।

ଘଟଣାସ୍ଥଳରେ ଟାଉନ୍ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ସହ ରହୁଥିବା ୫ରୁ ୬ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ ।

   Related Posts