Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ରାସ୍ତାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

23/09/2021 at 11:21 AM

ବୌଦ୍ଧ ୨୩।୯: ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର । ବୌଦ୍ଧ ଜିଲ୍ଲା ଚାରିଛକ ୫୭ ନମ୍ବର ଜାତୀୟ ରାଜପଥରେ ଥିବା ନୂଆପଡା ଗାଁ ନିକଟ ତିନି ପୁଲିଆ ଛକରୁ ମୃତଦେହ ଉଦ୍ଧାର କରିଛି ଚାରିଛକ ପୋଲିସ। ଯୁବକଙ୍କ ମୁଣ୍ଡ ଚାପି ହୋଇ ଯାଇଥିବା ବେଳେ ମୃତ୍ୟୁର କାରଣ ଜଣାପଡି ନାହିଁ ।

ଘଟଣାସ୍ଥରେ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ବୌଦ୍ଧ ଡାକ୍ତରଖାନାକୁ ପଠାଇଛି । ପାରିପାର୍ଶ୍ବିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହା ଏକ ସଡ଼କ ଦୁର୍ଘଟଣା ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି । ପୋଲିସ ଅଧିକା ଅନୁସନ୍ଧାନ ଜାରି ରଖିଛି ।

   Related Posts