Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଟ୍ରେନ୍ ଧକ୍କାରେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ

1/10/2019 at 7:25 PM

ବ୍ରହ୍ମପୁର ୧/୧୦: ବ୍ରହ୍ମପୁର ରେଲୱେ ଷ୍ଟେସନ ନିକଟରେ ଅଘଟଣ ଘଟିଛି। ମାଲବାହୀ ଟ୍ରେନ୍ ଧକ୍କାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଟ୍ରେନ୍ ଧକ୍କା ଫଳରେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ନା ବ୍ୟକ୍ତିଜଣକ ଆତ୍ମହତ୍ୟା କରିଛି, ତାହା ତଦନ୍ତ କରିବା ପରେ ଜଣାପଡ଼ିବ।

   Related Posts