Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||
  • ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
  • ||

ରାସ୍ତା କଡରୁ ମୁମୂର୍ଷୁ ଅବସ୍ଥାରେ ଅଜଣା ବ୍ୟକ୍ତି ଉଦ୍ଧାର

29/02/2020 at 8:06 AM

ନିଶ୍ଚିନ୍ତକୋଇଲି ୨୯।୨: ରାସ୍ତା କଡରୁ ମୁମୂର୍ଷୁ ଅବସ୍ଥାରେ ଅଜଣା ବ୍ୟକ୍ତି ଉଦ୍ଧାର ହୋଇଛନ୍ତି । କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କେନାଲ ବନ୍ଧ ବାଲିଚନ୍ଦ୍ରପୁର-କୁଆଁପାଳ ରାସ୍ତା କଡରେ ଜଣେ ବ୍ୟକ୍ତିଙ୍କୁ କ୍ଷତାକ୍ତ ଅବସ୍ଥାରେ ପଡିଥିବା ଲୋକେ ଦେଖିଥିଲେ । ସ୍ଥାନୀୟ ଯୁବକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରାଯାଇ ମାହାଙ୍ଗା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ତାଙ୍କ ପରିଚୟ ମିଳିନଥିବା ବେଳେ ମାହାଙ୍ଗା ପୋଲିସ ତନାଘନା ଆରମ୍ଭ କରିଛି ।

   Related Posts