Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଅଜଣା ଯୁବକଙ୍କ ମୃତଦେହ ଆମ୍ବଗଛରୁ ଉଦ୍ଧାର

6/01/2020 at 12:52 PM

ବାଲେଶ୍ବର ୬/୧: ଅଜଣା ଯୁବକଙ୍କ ମୃତଦେହ ଆମ୍ବଗଛରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ଖନ୍ତାପଡା ଥାନା ଗୋପାଳପୁର ଫାଣ୍ଡି ଓଡଶାଳ ଗ୍ରାମରେ ଏକ ଆମ୍ବ ଗଛରେ ଅଜଣା ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ମୃତ ଯୁବକ ବେକରେ ଦୌଡି ଦେଇ ଗଛରେ ଓହଳୁଥିବାର ଲୋକେ ଦେଖିଥିଲେ। ଯୁବକ ଜଣକ ଫୁଲ୍ ନାଲି ଟି ସାର୍ଟ ଓ ହାପ୍ ବରମୁଣ୍ଡା ପିନ୍ଧି ଆମ୍ବଗଛରେ ମୃତ ଅବସ୍ଥାରେ ଝୁଲୁଥିବାର ଦେଖି ଲୋକେ ପୁଲିସକୁ ଖବର ଦେଇଥିଲେ।

  ପୁଲିସ ତଦନ୍ତ ଆରମ୍ଭ କରିଛି।

   Related Posts