Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଉନ୍ନାଓ ପୀଡିତାଙ୍କୁ ଦିଆଗଲା ସମାଧି

8/12/2019 at 7:10 PM

ଉନ୍ନାଓ ୦୮।୧୨: ଉନ୍ନାଓ ଦୁଷ୍କର୍ମ ପୀଡିତାଙ୍କର ଆଜି ଅନ୍ତିମ ସଂସ୍କାର କରାଯାଇଛି। ପୀଡ଼ିତାଙ୍କ ଶେଷକୃତ୍ୟ ସେପର୍ଯ୍ୟନ୍ତ କରିବୁ ନାହିଁ ଯେପର୍ଯ୍ୟନ୍ତ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରା ତାଙ୍କ ଘରକୁ ଆସିନାହାନ୍ତି ଓ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ବାବଦରେ ପ୍ରତିଶ୍ରୁତି ଦେଇନାହିନ୍ତି ସେପର୍ଯ୍ୟନ୍ତ ପୀଡ଼ିତାଙ୍କ ଶେଷକୃତ୍ୟ କରାଯିବ ନାହିଁ ବୋଲି ପରିବାର ପକ୍ଷରୁ କୁହାଯାଇଥିଲା ।

ପୋଲିସ ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ପରିବାର ସହ କଥା ହୋଇ ଯୁବତୀଙ୍କ ଅନ୍ତିମ ସଂସ୍କାର ପାଇଁ ରାଜି କରାଇଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ଲକ୍ଷ ଟଙ୍କା କ୍ଷତିପୂରଣ , ପୀଡିତାଙ୍କ ଭଉଣୀକୁ ଚାକିରି ଓ ପରିବାରକୁ ଆବାସ ଯୋଜନାରେ ଘର ଯୋଗାଇବା ପାଇଁ ପ୍ରତିଶୃତି ମିଳିବା ପରେ ଆଜି ପରିବାର ଅନ୍ତିମ ସଂସ୍କାର କରିଛନ୍ତି । ତାଙ୍କୁ ସମାଧି ଦିଆଯାଇଛି । 

   Related Posts