Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଉତ୍ତର ପ୍ରଦେଶ ବିଜେପି ଅଧ୍ୟକ୍ଷ ସ୍ୱତନ୍ତ୍ର ଦେବ ସିଂହ କରୋନା ପଜିଟିଭ

2/08/2020 at 6:16 PM

ଲଖନଉ ୦୨/୦୮ : ଉତ୍ତର ପ୍ରଦେଶ ବିଜେପି ଅଧ୍ୟକ୍ଷ ସ୍ୱତନ୍ତ୍ର ଦେବ ସିଂହଙ୍କର ରବିବାର ଦିନ କରୋନା ରିପୋର୍ଟ ପଜିଟିଭ ଆସିଛି | ଟ୍ୱିଟ କରି ସେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି | ସ୍ୱତନ୍ତ୍ର ଦେବଙ୍କ ମଧ୍ୟରେ ପ୍ରାଥମିକ କରୋନା ଲକ୍ଷଣ ପରିଲକ୍ଷିତ ହେବାପରେ ଶନିବାର ଦିନ ସେ ଯାଞ୍ଚ କରାଇଥିଲେ | ରବିବାର ଦିନ ତାଙ୍କର ରିପୋର୍ଟ ପଜିଟିଭ ଆସିଛି | ସେ କହିଛନ୍ତି ଯେ ଡାକ୍ତରଙ୍କ ପରାମର୍ଶରେ ସେ ହୋମ କ୍ଵାରେଣ୍ଟାଇନରେ ଅଛନ୍ତି | ସମସ୍ତଙ୍କୁ ସଚେତନ ରହିବାକୁ ଏବଂ ସରକାରୀ ଗାଇଡଲାଇନ ପାଳନ କରିବାକୁ ସେ ଅପିଲ କରିଛନ୍ତି |  

ସେ ଟ୍ୱିଟ କରି କହିଛନ୍ତି ଯେ, ତାଙ୍କ ସମ୍ପର୍କରେ ଯେଉଁମାନେ ଆସିଛନ୍ତି ସେମାନେ ନିଜକୁ କ୍ଵାରେଣ୍ଟାଇନ କରନ୍ତୁ ଏବଂ ଆବଶ୍ୟକ ସ୍ଥଳେ ନିଜର ଯାଞ୍ଚ କରାନ୍ତୁ |

   Related Posts