Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଆଜି ଓଡିଶା ଗସ୍ତରେ ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

20/02/2019 at 8:56 AM

ଭୁବନେଶ୍ବର ୨୦|୨: ଆଜି  କଳାହାଣ୍ଡି ଓ ଖୋର୍ଦ୍ଧାର ନାଚୁଣି ଗସ୍ତରେ ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଦିନ ୧୧ ଟାରେ ସେ ଆୟୋଜିତ ସମାବେଶକୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ସମାବେଶରେ କଳାହାଣ୍ଡି, ବଲାଙ୍ଗିର, ଫୁଲବାଣୀ, କୋରାପୁଟ ଓ ନବରଂଗପୁର ସଂସଦୀୟ କ୍ଷେତ୍ରର ୩୩ ହଜାରରୁ ଅଧିକ ବିଜେପି କର୍ମକର୍ତ୍ତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଯୋଗୀଙ୍କ  ସହ ଓଡିଶା ର ଦୁଇ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି ଗସ୍ତକୁ ନେଇ ବିଜେପି କର୍ମୀ ଉତ୍ସାହିତ ଅଛନ୍ତି ।

ସେପଟେ ମାର୍ଚ୍ଚ ୫ ତାରିଖରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ବରଗଡ ଓ ଜୟପୁର ଗସ୍ତରେ ଆସୁଛନ୍ତି । ସେଥିପାଇଁ କଂଗ୍ରେସ ଶିବିର ବି ଚଳଚଞ୍ଚଳ । ସେହିଭଳି ଆସନ୍ତା ୨୧ ତାରିଖରେ ନବୀନ କଳାହାଣ୍ଡି ଓ ବରଗଡ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ।  

   Related Posts