Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ଉପେନ୍ଦ୍ର ତ୍ରିପାଠୀ ହେଲେ ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା

2/08/2021 at 7:07 PM

ଭୁବନେଶ୍ଵର  ୦୨।୦୮: ଉପେନ୍ଦ୍ର ତ୍ରିପାଠୀ ହେଲେ ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା। ଏଥିସହ ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ତାଙ୍କୁ ନିଯୁକ୍ତ କରାଯାଇଛି। । ଉପେନ୍ଦ୍ର  ହେଉଛନ୍ତି କର୍ଣ୍ଣାଟକ କ୍ୟାଡରର ଅବସରପ୍ରାପ୍ତ ଆଇଏଏସ। ତାଙ୍କ ନିଯୁକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଅନୁମୋଦନ ମିଳିଛି।  ଏହି ଦାୟିତ୍ଵ ପରେ ତାଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିବ।

   Related Posts